ଭୁବନେଶ୍ୱରରୁ ୮ଟି ବିମାନ ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଣ୍ଡିଗୋ ବିମାନ ଚଳାଚଳରେ ଅଚଳାବସ୍ଥା ଜାରି । ଆଜି ଭୁବନେଶ୍ୱରରୁ ୮ଟି ବିମାନ ବାତିଲ । ଭୁବନେଶ୍ୱରରୁ ଗୋଆ, ଦିଲ୍ଲୀ, ମୁମ୍ବାଇ ଓ ହାଇଦ୍ରାବାଦକୁ ବିମାନ ବାତିଲ ହୋଇଛି । କୋଲକାତା, ଡେରାଡୁନ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ମଧ୍ୟ ବିମାନ ବାତିଲ । ବିମାନ ବାତିଲ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ।

ଏପର୍ଯ୍ୟନ୍ତ ସୁଧୁରୁନି ଇଣ୍ଡିଗୋ ସମସ୍ୟା । ବିମାନ ସୁରକ୍ଷା ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ୧ ଡିସେମ୍ବରଠାରୁ  ଇଣ୍ଡିଗୋ ଉଡ଼ାଣ ସୂଚୀ ୫% ହ୍ରାସ କରିଛି । ଏପରି ସଙ୍କଟର ସମ୍ମୁଖୀନ ହୋଇନଥିବା ହେତୁ ସରକାର ଇଣ୍ଡିଗୋକୁ ଏହାର ବିମାନ ଉଡାଣ ସ୍ବାଭାବିକ କରିବାକୁ ଏବଂ ଯାତ୍ରୀମାନଙ୍କ ଅସୁବିଧାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଚେତାବନୀ ସତ୍ତ୍ୱେ ବିମାନ ବାତିଲ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ