Masthead

ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ

ସାଲେପୁର (ବଡ଼ ଖବର ବ୍ୟୁରୋ): ବିଜେଡି ପକ୍ଷରୁ ୮ ଘଣ୍ଟିଆ ସାଲେପୁର ବନ୍ଦ ପାଳନ । ସାଲେପୁରକୁ ଏନଏସି ଘୋଷଣା ଦାବିରେ ବିଜେଡିର ବନ୍ଦ ଡାକରା । । ଆଜି ୮ ଘଣ୍ଟିଆ ସାଲେପୁର ବନ୍ଦ ଡାକରା । ସାଲେପୁର ବିଜୁ ଜନତା ଦଳ ପକ୍ଷରୁ ଆଜି ସାଲେପୁର ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳ ୬ ଟାରୁ ଦିନ ୨ଟା ପର୍ୟ୍ୟନ୍ତ ଏହି ବନ୍ଦ ଡାକରା ଦେଇଛି ଦଳ । ରାଜ୍ୟ ସରକାରଙ୍କ ବିରୋଧରେ ବିଧାୟକଙ୍କ ସହ ବହୁ କର୍ମୀ ଓ ସାଧାରାଣ ଲୋକମଧ୍ୟ ଏହି ବନ୍ଦରେ ସାମିଲ ହୋଇ ନାରାବାଜି କରୁଛନ୍ତି । ସାଲେପୁର ସହରରେ ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ । କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ