Masthead

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ୮ ଜଣଙ୍କର ମୃତ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ଜଗନ୍ନାଥପୁରରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିବାରୁ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ପ୍ରଚଣ୍ଡ ଥିଲା ଯେ ଘରର ଛାତ ସମ୍ପୂର୍ଣ୍ଣ ଭୁଶୁଡିଯାଇଛି । ତେବେ ଘର ଭିତରେ ଆଉ କିଛି ଲୋକ ଫସିଥିବା ଆଶଙ୍କା କରାଯାଉଛି । ଦତ୍ତପୁକୁର ଥାନା ଅଞ୍ଚଳର ନିଲ୍‌ଗୁଞ୍ଜ ଅନ୍ତର୍ଗତ ମୋସପୋଲ୍‌ରେ ଥିବା ଉକ୍ତ ବାଣ କାରଖାନାରେ ସକାଳ ପ୍ରାୟ ୧୦ ବେଳେ ବିସ୍ଫୋରଣ ଘଟିବା ସମୟରେ କେତେକ ଲୋକ କାମ କରୁଥିଲେ।

ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି । ଚିକିତ୍ସା ପାଇଁ ଆହତଙ୍କୁ ବାରାସାଟ ଡାକ୍ତରଖାନା ନିଆଯାଇଛି । ଦତ୍ତପୁକୁର ଥାନା ଅଞ୍ଚଳର ନିଲ୍‌ଗୁଞ୍ଜ ଅନ୍ତର୍ଗତ ମୋସପୋଲ୍‌ରେ ଥିବା ଉକ୍ତ ବାଣ କାରଖାନାରେ ସକାଳ ପ୍ରାୟ ୧୦ ବେଳେ ବିସ୍ଫୋରଣ ଘଟିବା ସମୟରେ କେତେକ ଲୋକ କାମ କରୁଥିଲେ। ସ୍ଥାନୀୟ କର୍ତ୍ତୃପକ୍ଷ ଓ ଉଦ୍ଧାକାରୀମାନେ ପହଞ୍ଚି  ତଲାସ ଓ ସ୍ଥାନାନ୍ତରଣ ଅଭିଯାନ ଆରମ୍ଭ କରିଛନ୍ତି। ଦମକଳବାହିନୀ ବି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ ଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା