Masthead

ନୀତିକାନ୍ତିରେ ବିଭ୍ରାଟ ପାଇଁ ୮ଲକ୍ଷର ମହାପ୍ରସାଦ ନଷ୍ଟ

ପୁରୀ (ବଡ଼ ଖବର ବ୍ୟୁରୋ): ନୀତିକାନ୍ତିରେ ବିଭ୍ରାଟ ଯୋଗୁ ୮ ଲକ୍ଷ ଟଙ୍କାର ମହାପ୍ରସାଦ ନଷ୍ଟ। ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ଯୋଗୁ ଲକ୍ଷାଧିକ ଟଙ୍କାର ନଷ୍ଟ ହୋଇଛି ମହାପ୍ରସାଦ। ଗତକାଲି ଦ୍ୱିତୀୟ ଭୋଗମଣ୍ଡପ ରାତି ୧୦ଟା ୧୦ ରେ ଶେଷ ହୋଇଥିଲା। ବରାଦି ମହାପ୍ରସାଦ ମଧ୍ୟ ନଷ୍ଟ ହୋଇଛି।

ଠିକ୍ ସମୟରେ ଆଡପ ଅବଢ଼ା ନବାହାରିବାରୁ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ପ୍ରଶାସନ ତୁରନ୍ତ କ୍ଷତିପୂରଣ ଦେଉ। ନୀତିକାନ୍ତି ସୂଚାରୁ ରୂପେ କରାଯାଉ ବୋଲି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆରଙ୍କ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ