Masthead

ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେଲେ ୮ ମନ୍ତ୍ରୀ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ରାଜ, ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ । କାନ୍ତିରବା ଷ୍ଟାଡିୟମରେ ଶପଥ ନେଲେ ସିଦ୍ଦରମୈୟାଙ୍କ ସହ ଅନ୍ୟ ମନ୍ତ୍ରୀ । ସିଦ୍ଦରମେୟା ହେଲେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ସିଦ୍ଦରମୈୟାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ । ଡିକେ ଶିବକୁମାର ହେଲେ ଉପ ମୁଖ୍ୟମନ୍ତ୍ରୀ । ଏାମନଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି ।

ମନ୍ତ୍ରୀ ଭାବେ ଶପଥ ନେଲେ ଜି. ପରମେଶ୍ୱର, କେଏଚ ମୁନିୟାପ୍ପା , କେଜେ ଜର୍ଜ , ଏମବି ପାଟିଲ, ସତୀଶ ଜାରକିହୋଲି , ରାମଲିଙ୍ଗା ରେଡ୍ଡି, ପ୍ରି୍ରୟାଙ୍କ ଖଡଗେ, ଜମିର ଅହମ୍ମଦ ଖାନ । ମେ ୧୩ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା । ଏଥିରେ କଂଗ୍ରେସ ୧୩୫, ବିଜେପି ୬୬ ଓ ଜେଡିଏମ ୧୯ ସିଟରେ ବିଜୟ ହାସଲ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ