Masthead

ଉପରମୁଣ୍ଡରେ ଲଗାଣ ବର୍ଷା, ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଉପରମୁଣ୍ଡରେ ଲଗାଣ ବର୍ଷା । ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ଡ୍ୟାମର ଆଉ ୮ଟି ଗେଟ । ଏବେ ୧୦ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳ ଭଣ୍ଡାରକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ ଜଳ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୭୧ ଫୁଟ ରହିଥିଲା । ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ଲଗାଣ ବର୍ଷା ଯୋଗୁଁ ଉଭୟ ପାର୍ଶ୍ୱର ଗୋଟିଏ ଗୋଟିଏ ଗେଟ ଖେଲାଯାଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା