Masthead

ଉପରମୁଣ୍ଡରେ ଲଗାଣ ବର୍ଷା, ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଉପରମୁଣ୍ଡରେ ଲଗାଣ ବର୍ଷା । ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ଡ୍ୟାମର ଆଉ ୮ଟି ଗେଟ । ଏବେ ୧୦ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳ ଭଣ୍ଡାରକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ ଜଳ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୭୧ ଫୁଟ ରହିଥିଲା । ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ଲଗାଣ ବର୍ଷା ଯୋଗୁଁ ଉଭୟ ପାର୍ଶ୍ୱର ଗୋଟିଏ ଗୋଟିଏ ଗେଟ ଖେଲାଯାଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା