Masthead

ମୋଦିଙ୍କୁ ୧୦ରୁ ୮ ନମ୍ବର

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ମୋଦିଙ୍କ ନବୀନଙ୍କ ଭୁରି ଭୁରି ପ୍ରଶଂସା । ୧୦ରୁ ପ୍ରଧାନମନ୍ତ୍ରୀଙ୍କୁ ୮ ନମ୍ବର ଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ଲିଟେରାରି ଫେଷ୍ଟିଭାଲରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକୁ ୧୦ରୁ ୮ ନମ୍ବର ଦେଇଛନ୍ତି ନବୀନ ପଟ୍ଟନାୟକ। ବିଶେଷକରି ଦୁର୍ନୀତି ଦୂର ପାଇଁ ମୋଦିଙ୍କ ଉଦ୍ୟମକୁ ବହୁତ ପ୍ରଶଂସା କରିଛନ୍ତି ନବୀନ। ଦୁର୍ନୀତି ହଟାଇବାକୁ ଯେପରି ସେ ପ୍ରାଥମିକତା ଦେଇଛନ୍ତି ସେହିପରି ପ୍ରଧାନମନ୍ତ୍ରୀ ମଧ୍ୟ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ନବୀନ।

ଏଥିସହ କନ୍ଦ୍ର ସହ ତାଙ୍କର ଉତ୍ତମ ସମ୍ପର୍କ ରହିଥିବା ସ୍ବିକାର କରିଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ସେତିକି ନୁହେଁ ସଭାରେ ଖୋଲାଖୋଲି ଭାବେ  ୱାନ ନେସନ ୱାନ ଇଲେକ୍ସନକୁ ସମର୍ଥନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ