Masthead

ମୋଦିଙ୍କୁ ୧୦ରୁ ୮ ନମ୍ବର

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ମୋଦିଙ୍କ ନବୀନଙ୍କ ଭୁରି ଭୁରି ପ୍ରଶଂସା । ୧୦ରୁ ପ୍ରଧାନମନ୍ତ୍ରୀଙ୍କୁ ୮ ନମ୍ବର ଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ଲିଟେରାରି ଫେଷ୍ଟିଭାଲରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକୁ ୧୦ରୁ ୮ ନମ୍ବର ଦେଇଛନ୍ତି ନବୀନ ପଟ୍ଟନାୟକ। ବିଶେଷକରି ଦୁର୍ନୀତି ଦୂର ପାଇଁ ମୋଦିଙ୍କ ଉଦ୍ୟମକୁ ବହୁତ ପ୍ରଶଂସା କରିଛନ୍ତି ନବୀନ। ଦୁର୍ନୀତି ହଟାଇବାକୁ ଯେପରି ସେ ପ୍ରାଥମିକତା ଦେଇଛନ୍ତି ସେହିପରି ପ୍ରଧାନମନ୍ତ୍ରୀ ମଧ୍ୟ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ନବୀନ।

ଏଥିସହ କନ୍ଦ୍ର ସହ ତାଙ୍କର ଉତ୍ତମ ସମ୍ପର୍କ ରହିଥିବା ସ୍ବିକାର କରିଛନ୍ତି ମୁଖ୍ୟମନ୍ତ୍ରୀ । ଖାଲି ସେତିକି ନୁହେଁ ସଭାରେ ଖୋଲାଖୋଲି ଭାବେ  ୱାନ ନେସନ ୱାନ ଇଲେକ୍ସନକୁ ସମର୍ଥନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!