Masthead

ବଜ୍ରକାପ୍ତା ଉଦ୍ଧାର, ୮ ଗିରଫ

ବାରିପଦା (ବଡ଼ ଖବର ବ୍ୟୁରୋ): ରାଇରଙ୍ଗପୁର ନିକଟରୁ ଏକ ବଜ୍ରକପ୍ତା ଉଦ୍ଧାର । ଏହି ଘଟଣାରେ ୮ଜଣଙ୍କୁ ଗିରଫ କରିବା ସହ,ଏକ ବୋଲେରୋ,୮ଟି ମୋବାଇଲ୍, ଗୋଟିଏ ସ୍କୁଟି ଜବତ କରିଛି ବନବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରାଇରଙ୍ଗପୁର ବନ ବିଭାଗ ଏବଂ ଶିମିଳିପାଳ ର ସ୍ଵତନ୍ତ୍ର ସ୍କ୍ୱାର୍ଡ ମିଳିତ ଚଢାଉ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ