Masthead

ବଜ୍ରକାପ୍ତା ଉଦ୍ଧାର, ୮ ଗିରଫ

ବାରିପଦା (ବଡ଼ ଖବର ବ୍ୟୁରୋ): ରାଇରଙ୍ଗପୁର ନିକଟରୁ ଏକ ବଜ୍ରକପ୍ତା ଉଦ୍ଧାର । ଏହି ଘଟଣାରେ ୮ଜଣଙ୍କୁ ଗିରଫ କରିବା ସହ,ଏକ ବୋଲେରୋ,୮ଟି ମୋବାଇଲ୍, ଗୋଟିଏ ସ୍କୁଟି ଜବତ କରିଛି ବନବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରାଇରଙ୍ଗପୁର ବନ ବିଭାଗ ଏବଂ ଶିମିଳିପାଳ ର ସ୍ଵତନ୍ତ୍ର ସ୍କ୍ୱାର୍ଡ ମିଳିତ ଚଢାଉ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା