Masthead

ଜାହାଜରୁ ମିଳିଲା ୮ ସନ୍ଦେହଜନକ ପ୍ୟାକେଟ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ମିଳିଛି ୮ଟି ସନ୍ଦେହଜନକ ପ୍ୟାକେଟ । ୮ଟି ସନ୍ଦେହଜନକ ପ୍ୟାକେଟ ନେଇ ପୋଲିସ, ସିଆଇଏସଏଫ ଓ ଡ୍ରଗ ସ୍କ୍ୱାର୍ଡର ତନାଘନା ଜରି ରହିଛି । ଜବତ ୮ ଟି ପ୍ୟାକେଟ କଷ୍ଟମ ବିଭାଗକୁ ହସ୍ତାନ୍ତର କରାଯଇାଛି। ପାରାଦୀପ ବନ୍ଦରରେ ଲାଗିଥିବା ଏମଭି ଦେବୀ ନାମକ ଜାହାଜରୁ ଏହି ପ୍ୟାକେଟ ମିଳିଛି । ଏହି ପ୍ୟାକେଟକୁ ନେଇ ନିଶାଦ୍ରବ୍ୟ ଚାଳାଣ ହେଉଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ