Masthead

ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼

ପାରାଦ୍ଵୀପ(ବଡ଼ ଖବର ବ୍ୟୁରୋ): ପାରାଦ୍ଵୀପରୁ ଆସିଛି ଏକ ହୃଦୟ ବିଦାରକ । ପୋଷା କୁକୁର ବାଡିକୁ ପଶିଯିବାରୁ ଜଣେ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼। ଗଛରୁ ଡାଳ ଭାଙ୍ଗି ବାଡେଇଲେ ପରିବାର ସଦସ୍ୟ। ଏହି ମାଡ଼ରେ ନାବାଳକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ପାରାଦ୍ଵୀପ ଅଭୟଚାନ୍ଦପୁର ଥାନା ଅଧିନ ରଙ୍ଗିଆଗଡର ରାମଚଣ୍ଡୀ ପଡ଼ାରେ। ଏ ସମ୍ପର୍କରେ ନାବାଳକ ଙ୍କ ମା ଅଭୟଚାନ୍ଦପୁର ଥାନା ରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଜଣେ ୮ ବର୍ଷର ଶିଶୁକୁ ଏଭଳି ଅମାନୁଷିକ ଭାବେ ମାଡ଼ ମାରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଧା ସ୍ୱାଇଁ ଦାବୀ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ