Masthead

ଇମ୍ରାନଙ୍କ ବିରୋଧରେ ୮୦ ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୧୧ ମାସ ଶାସନ କାଳ ମଧ୍ୟରେ ଇମ୍ରାନ ଖାନ୍ ବିରୋଧରେ ୮୦ ମାମଲା ରୁଜୁ ହୋଇଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ୍‌ ଖାନ୍‌ଙ୍କ ସମେତ ୪୦୦ ଜଣ ଦଳୀୟ କର୍ମଙ୍କ ବିରୋଧରେ ଲାହୋର ପୋଲିସ ଗୁରୁବାର ହତ୍ୟା ଓ ଆତଙ୍କବାଦ ମାମଲା ରୁଜୁ କରିଛି। ଦଳର ଏକ ରାଲିରେ ପୋଲିସ ସହ ସଂଘର୍ଷ ଘଟି ଜଣେ କର୍ମୀଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଥିଲେ। ଅନ୍ୟପକ୍ଷେ ପାକିସ୍ତାନ ମୁସଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ନେତୃତ୍ୱାଧୀନ ମେଣ୍ଟ ସରକାରର ୧୧ ମାସ ଶାସନ କାଳ ମଧ୍ୟରେ ଇମ୍ରାନଙ୍କ ବିରୋଧରେ ୮୦ଟି ମାମଲା ରୁଜୁ କରିଛି। ବୁଧବାର ଇମ୍ରାନଙ୍କ ବାସଭବନ ବାହାରେ ପୋଲିସ ସହ ସଂଘର୍ଷ ଘଟି ପିଟିଆଇ କର୍ମୀ ଅଲି ବିଲାଲ ନିହତ ହେବା ସହ ଅନେକ ଆହତ ହୋଇଥିଲେ। ଏହି ସଂଘର୍ଷରେ ୧୧ ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିଲେ। ପୋଲିସ ଶତାଧିକ ପିଟିଆଇ କର୍ମୀଙ୍କୁ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା