Masthead

ଦୈନିକ ସଂକ୍ରମଣ ୮ ହଜାର ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର ସ୍ଥିତିରେ କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୬୮୧ ପଜିଟିଭ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪ ଅଛନ୍ତି । ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ଷ୍ଟେଟ ପୁଲରୁ ୨୭୭ ଅଛନ୍ତି । ମୟୁରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮ ।

କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳରୁ ୫୪ । ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୪,୧୯୪କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା