ଦୈନିକ ସଂକ୍ରମଣ ୮ ହଜାର ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର ସ୍ଥିତିରେ କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୬୮୧ ପଜିଟିଭ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪ ଅଛନ୍ତି । ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ଷ୍ଟେଟ ପୁଲରୁ ୨୭୭ ଅଛନ୍ତି । ମୟୁରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮ ।

କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳରୁ ୫୪ । ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୪,୧୯୪କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!