Before Header

୨୪ ଘଣ୍ଟାରେ ୮୧୬ କରୋନା ପଜିଟିଭ୍

0 30

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୮୭୫ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୭୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୪୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ୮୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.