Masthead

ରାଜଧାନୀରେ ସାଢ଼େ ୮ ସୁଦ୍ଧା ୩୨.୮ ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ସିଝୁଛି ପୂରା ଓଡ଼ିଶା । ସକାଳୁ ବାହାରିବା ହେଉଛି ମୁସ୍କିଲ । ୩୨ ଟପିଲା ଭୁବନେଶ୍ୱର । ରାଜଧାନୀରେ ଆଜି ବି ପ୍ରଚଣ୍ଡ ତାତି ସହ ଗୁଳୁଗୁଳି । ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୨.୮ ଡିଗ୍ରୀ ରହିଛି । ୩ରୁ ୪ ଦିନ ଯାଏଁ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ସମ୍ଭାବନା । ଭୀଷଣରୁ ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର