ଅଗଷ୍ଟ ୨୮ରେ ଅଫଲାଇନ୍ ମାଟ୍ରିକ୍ ଫଳ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨୮ ସୁଦ୍ଧା ପ୍ରକାଶ ପାଇବ ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା ଫଳ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଜୋରଦାର ଉଦ୍ୟମ ଚଳାଇଛି। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ଗ୍ରେଡ୍‌ ସ୍ଥିର ହୋଇଥିବା ବେଳେ ଏ-୧ ଓ ଏ-୨ ଗ୍ରେଡ୍‌ ପାଇଥିବା ପିଲାଙ୍କ ମାର୍କକୁ ପୁଣିଥରେ ଯାଞ୍ଚ କରାଯାଉଛି। ଆସନ୍ତା ୨୨ତାରିଖ ମଧ୍ୟରେ ଏ-୧ ପାଇଥିବା ପିଲାଙ୍କ ତାଲିକା ଚୂଡାନ୍ତ ହୋଇଯିବ ଓ ଆସନ୍ତା ୨୮ତାରିଖ ମଧ୍ୟରେ ଫଳ ପ୍ରକାଶ କରାଯିବ ବୋଲି ଜଣାପଡ଼ିଛି।

ଅଫଲାଇନ୍ ମାଟ୍ରିକ୍ ପରୀକ୍ଷାରେ ରାଜ୍ୟ ୧୫ ହଜାର ୧୫୧ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ଏହି ପରୀକ୍ଷା ଜୁଲାଇ ୩୦ରୁ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୦୪ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ବିଭିନ୍ନ ବିଷୟରେ ପାଖାପାଖି ୩ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ବେଳେ ୧୨ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!