Masthead

ବାୟୁସେନାର ୮୯ବର୍ଷ, ୧୯୭୧ ଯୁଦ୍ଧ ବିଜୟକୁ ୫୦ବର୍ଷ

ଗାଜିଆବାଦ(ବଡ଼ ଖବର ବ୍ୟୁରୋ): ଆଜି ଭାରତୀୟ ବାୟୁସେନାକୁ ପୂରିଛି ୮୯ବର୍ଷ । ପ୍ରତିଷ୍ଠା ଦିବସ ପାଳୁଛି ବାୟୁସେନା । ୧୯୭୧ରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧକୁ ଆଜି ୫୦ବର୍ଷ ମଧ୍ୟ ପୂରିଛି । ଏହି ଅବସରରେ ଆଜି ଦମ୍ ଦେଖାଇଛି ଭାରତୀୟ ବାୟୁସେନା । ୧୯୭୧ ଯୁଦ୍ଧର ବିଜୟ ଗାଥା ପ୍ରଦର୍ଶିତ କରାଯାଇଛି । ରାଫେଲ ଓ ସୁଖୋଇ ଏସ୍ୟୁ-୩୦ ଭଳି ଯୁଦ୍ଧ ବିମାନ ଆକାଶରେ ନିଜ ଶକ୍ତି ପ୍ରଦର୍ଶନ କରିଛନ୍ତି । ବାୟୁସେନାର ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସିଡିଏସ୍ ବିପିନ୍ ରାୱତ, ନୌସେନା ମୁଖ୍ୟ କମରବୀର ସିଂହ, ସ୍ଥଳସେନା ମୁଖ୍ୟ ଏମ ଏମ ନରୱଣେ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ଆକାଶ ମାର୍ଗରେ ଲଢୁଆ ବିମାନର ପରେଡ୍ । ବାୟୁସେନାର ଲଢୁଆ ବିମାନ ଆକାଶରେ ନିଜଜବରସ୍ତ ଶକ୍ତି ପ୍ରଦର୍ଶନ କରିଛନ୍ତି । ଗୋଟିଏ ପରେ ଗୋଟିଏ ଯୁଦ୍ଧ ବିମାନ ଗାଜିଆବାଦର ହଣ୍ଡିନ ଏୟାରବେସରେ ସେମାନଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି ।

ସେହିପରି ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ ଓ ସୁଖୋଇ ଏସ୍ୟୁ-୩୦କୁ ମଧ୍ୟ ଦେଖାଇଛନ୍ତି ଜବରଦସ୍ତ ସୋ । ୮ ଅକ୍ଟୋବର ୧୯୩୨ରେ ଭାରତୀୟ ବାୟୁସେନା ପ୍ରତିଷ୍ଠା ହୋଇଥିଲା । ସେବେଠାରୁ ପ୍ରତିବର୍ଷ ଅକ୍ଟୋବର ୮ ତାରିଖକୁ ବାୟୁସେନା ଦିବସ ଭାବେ ପାଳନ କରାଯାଉଛି । ତେବେ ଦେଶ ସ୍ୱାଧୀନ ହେବା ପୂର୍ବରୁ ବାୟୁସେନାକୁ ରୟାଲ ଇଣ୍ଡିଆନ୍ ଏୟାରଫୋର୍ସ ବୋଲି କୁହାଯାଉଥିଲା । ଦେଶ ସ୍ୱାଧୀନ ହେବା ପରେ ରୟାଲ ଶବ୍ଦକୁ ହଟାଯା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା