Masthead

ଆଜିଠୁ ନୂଆ ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ନୂଆ ଗାଇଡଲାଇନ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଛନ୍ତି ଏହି ଗାଇଡଲାଇନ୍। କଟକ ଭୁବନେଶ୍ୱର ପାଇଁ କଟକଣା କଡ଼ାକଡ଼ି କରାଯାଇଛି । ଟ୍ୱିନ୍ ସିଟିରେ ଲାଗୁ ହେବ ପୂର୍ବପରି ନାଇଟ କର୍ଫ୍ୟୁ । କଟକ ଓ ଭୁବନେଶ୍ୱରରେ ୧୧ ତାରିଖଠାରୁ ୨୦ ଯାଏଁ ରାତି ୮ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ରହିବ। ନାଇଟ୍ କର୍ଫ୍ୟୁ ସମୟରେ ବନ୍ଦ ରହିବ ଦୋକାନ ବଜାର ।

କିନ୍ତୁ ଏହି ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପୌରାଞ୍ଚଳରେ ଅକ୍ଟୋବର ମାସ ସାରା ରାତି ୧୦ଟାରୁ ସକାଳ ୫ଟା ଯାଏଁ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ନିର୍ଦ୍ଦେଶାବଳୀ ଆଜିଠୁ ଆରମ୍ଭ ହୋଇ ନଭେମ୍ବର ୧ ତାରିଖ ଯାଏଁ ବଳବତ୍ତର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ