Masthead

ଚନ୍ଦ୍ରଭାଗା ଗର୍ଭରେ ଓଲଟିଲା ଡଙ୍ଗା

କୋଣାର୍କ (ବଡ଼ ଖବର ବ୍ୟୁରୋ): ସମୁଦ୍ରକୁ ମାଛ ଧରିବାକୁ ଯିବା ସମୟରେ ଘଟିଲା ଅଘଟଣ। ଚନ୍ଦ୍ରଭଗାର ଗଭୀର ସମୁଦ୍ରରେ ଓଲଟିଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା । ଆଜି ଭୋର ସମୟରେ ସମୁଦ୍ର ଭିତରକୁ ମାଛ ଧରିବାକୁ ପାଇଁ ଯାଇଥିଲେ ମତ୍ସ୍ୟଜୀବୀ। ସମୁଦ୍ର ଭିତରକୁ ଯିବା ସମୟରେ ସମୁଦ୍ର ଲହଡାରେ ଭାରସ୍ୟାମ ହରାଇ ଓଲଟି ପଡିଥିଲା ଡ଼ଙ୍ଗା।

ଏଥିରେ ତେଲୁଗୁ ବସ୍ତିର ୫ ମତ୍ସ୍ୟଜୀବୀ ଥିବା ଜଣାପଡ଼ିଛି । ୪ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ହୋଇଛନ୍ତି । ନିଖୋଜ ମତ୍ସ୍ୟଜୀବୀଙ୍କ ନାଁ ଅପୋଲା ରାଜୁ । ବର୍ତ୍ତମାନ ନିଖୋଜ ମତ୍ସ୍ୟଜୀବୀଙ୍କ ଖୋଜାଖୋଜି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା