Masthead

ଚନ୍ଦ୍ରଭାଗା ଗର୍ଭରେ ଓଲଟିଲା ଡଙ୍ଗା

କୋଣାର୍କ (ବଡ଼ ଖବର ବ୍ୟୁରୋ): ସମୁଦ୍ରକୁ ମାଛ ଧରିବାକୁ ଯିବା ସମୟରେ ଘଟିଲା ଅଘଟଣ। ଚନ୍ଦ୍ରଭଗାର ଗଭୀର ସମୁଦ୍ରରେ ଓଲଟିଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା । ଆଜି ଭୋର ସମୟରେ ସମୁଦ୍ର ଭିତରକୁ ମାଛ ଧରିବାକୁ ପାଇଁ ଯାଇଥିଲେ ମତ୍ସ୍ୟଜୀବୀ। ସମୁଦ୍ର ଭିତରକୁ ଯିବା ସମୟରେ ସମୁଦ୍ର ଲହଡାରେ ଭାରସ୍ୟାମ ହରାଇ ଓଲଟି ପଡିଥିଲା ଡ଼ଙ୍ଗା।

ଏଥିରେ ତେଲୁଗୁ ବସ୍ତିର ୫ ମତ୍ସ୍ୟଜୀବୀ ଥିବା ଜଣାପଡ଼ିଛି । ୪ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ହୋଇଛନ୍ତି । ନିଖୋଜ ମତ୍ସ୍ୟଜୀବୀଙ୍କ ନାଁ ଅପୋଲା ରାଜୁ । ବର୍ତ୍ତମାନ ନିଖୋଜ ମତ୍ସ୍ୟଜୀବୀଙ୍କ ଖୋଜାଖୋଜି ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା