Masthead

ଆଜିଠୁ ସ୍କୁଲ ଯିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀର୍ଘ ମାସ ପରେ ଆଜି ସ୍କୁଲ ଯିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ। କରୋନା ମହାମାରୀ ପାଇଁ ଅନେକ ଦିନ ଧରି ବନ୍ଧ ଥିଲା ସ୍କୁଲ। ନବମ , ଦଶମ ପରେ ଆଜିଠୁ ଖୋଲୁଛି ଅଷ୍ଟମ ଶ୍ରେଣୀ କ୍ଲାସ । ଏଣିକି ଛାତ୍ରୀମାନେ ସ୍କୁଲ ଆସି କ୍ଲାସ ରୁମରେ ବସି ପାଠ ପଢିବେ। ତେବେ ସ୍କୁଲରେ କୋଭିଡ ଗାଇଡଲାଇନକୁ ବାଧ୍ୟତାମୂଳକ କରାଯାଇଛି। ସେପଟେ ଏତେ ଦିନ ପରେ ସ୍କୁଲ ଖୋଲୁଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲରେ ଆଇସୋଲେସନ ରୁମ ଖୋଲିବା ସହିତ ସାମାଜି୍କ ଦୂରତା ସହ ଛାତ୍ରଛାତ୍ରୀଙ୍କୁ ବସାଯିବ। କ୍ଲାସ ଆରମ୍ଭ ହେବା ପୂର୍ବରୁ ସ୍କୁଲକୁ ସାନିଟାଇଜ କରାଯାଇଛି। କୋଭିଡ ଗାଇଡଲାଇନ ଅନୁସାରେ ସ୍କୁଲରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ ସହ ହାତ ସାନିଟାଇଜ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି