Masthead

୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଶାନ୍ତିଶୃଙ୍ଖଳାରେ ଚାଲିଛି ଝାରସୁଗୁଡା ଉପନିର୍ବାଚନ ପାଇଁ ମତଦାନ । ସକାଳ ୯ଟା ସୁଦ୍ଧା ୯ ଦଶମିକ ୭୫ ପ୍ରତିଶତ ଭୋଟ୍ ଗ୍ରହଣ ହୋଇଛି । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା