Masthead

ହଷ୍ଟେଲ ଖାଦ୍ୟ ଖାଇ ୯ ଛାତ୍ରୀ ଗୁରୁତର

ବାରିପଦା (ବଡ଼ ଖବର ବ୍ୟୁରୋ): ହଷ୍ଟେଲରେ ରାତ୍ରୀଭୋଜନ ପରେ ୯ଛାତ୍ରୀ ଗୁରୁତର । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କୁଳିଅଣ। ବ୍ଲକ ସ୍ଥିତ ବଡ଼ ନୂଆଗାଁ ସ୍ଥିତ ଏସ ଏସ ଡି ଉଚ୍ଚ ବିଦ୍ୟାଳୟରେ। ଅସୁସ୍ଥ ଛାତ୍ରୀଙ୍କ ସୂଚନା ଅନୁସାରେ ଗତକାଲି ରାତିରେ ହଷ୍ଟେଲରେ ଛାତ୍ରୀମାନେ ରାତ୍ରି ଭୋଜନ ପରେ ଅସୁସ୍ଥ ହୋଇପଡ଼ିଥିଲେ । ମୁଣ୍ଡ ବ୍ୟଥା ସହିତ ବାନ୍ତି ହେବାରୁ ସମସ୍ତ ଛାତ୍ରୀଙ୍କୁ କୂଳିଅଣା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି