Masthead

ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡ଼ରୁ ଆସିଥାନ୍ତି: ଅମିତାଭ ଠାକୁର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ମାଓ ହମଲା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇଆର୍ଲଟ ଜାରି କରାଯାଇଛି ।୫ ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ବରଗଡ଼ ଓ କଳାହାଣ୍ଡିରେ ହାଇଆଲର୍ଟ ଜାରି କରାଯାଇଛି । ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡ଼ରୁ ହିଁ ଆସିଥାନ୍ତି ବୋଲି କହିଛନ୍ତି ଏଡିଜି ଅପରେସନ ଅମିତାଭ ଠାକୁର । ମାଓବାଦୀ ହାମଲା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି ।

ସୀମାନ୍ତ ଜିଲ୍ଲାର ଏସପି ମାନଙ୍କ ସହ ପୋଲିସ ଡିଜି ଭିଡିଓ କନଫରେନ୍ସିଂ ଜରିଆରେ ସ୍ଥିତିର ଅନୁଧ୍ୟାନ କରିଛନ୍ତି । ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି ବୋଲି କହିଛନ୍ତି ଅମିତାଭ । ଯେତେବେଳେ ମହିଳା ମାଓବାଦୀ ଆତ୍ମସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ କହିଛନ୍ତି । ଏଭଳି ଘୃଣ୍ୟ କାର୍ୟ୍ୟକୁ ନିନ୍ଦା କରିଛନ୍ତି ଅମିତାଭ ଠାକୁର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି