Masthead

ତୁଷାରପାତରେ ଫସିଛନ୍ତି ୯୦୦ ପର୍ଯ୍ୟଟକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିକ୍କିମରେ ଭୟଙ୍କର ତୁଷାରପାତ । ଫସି ରହିଛନ୍ତି ୯୦୦ ପର୍ଯ୍ୟଟକ । ୮୯ଟି ଗାଡିରେ ଶନିବାର ସନ୍ଧ୍ୟାରେ ନାଥୁଲା ଏବଂ ସୋମଗୋ ହ୍ରଦଠାରୁ ଗାଙ୍ଗଟକକୁ ଫେରୁଥିଲେ। ସେନା ସହିତ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛି। ବର୍ତ୍ତମାନ ସୁଧା ୧୫ ଟି ଯାନକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଗାଙ୍ଗଟକ ଠାରୁ ୪୨ କିଲୋମିଟର ଦୂର ରାସ୍ତାରେ ପର୍ଯ୍ୟଟକମାନେ ଅଟକି ରହିଛନ୍ତି।

ରାସ୍ତାରେ ଜମିଥିବା ବରଫକୁ ଧୀରେ ଧୀରେ ସଫା କରାଯାଉଛି ଏବଂ ପର୍ଯ୍ୟଟକଙ୍କୁ ସ୍ଥାନାନ୍ତର କରାଯାଉଛି। କିଛି ପର୍ଯ୍ୟଟକ ନିକଟସ୍ଥ ସେନା ଶିବିରରେ ରହିବେ ବୋଲି ଅଧିକାରୀ କହିଛନ୍ତି। ପୂର୍ବ ସିକିମରେ ପ୍ରବଳ ତୁଷାରପାତ ଯୋଗୁ ପ୍ରଶାସନ କିଛି ଦିନ ପୂର୍ବରୁ ନାଥୁଲା ଏବଂ ସୋମଗୋ ହ୍ରଦ ପାଇଁ ପାସ ପ୍ରଦାନ ବନ୍ଦ କରି ଦେଇଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ