Masthead

ଯାତ୍ରୀ ନିବାସର ଘରୋଇକରଣକୁ ବିରୋଧ

କୋଣାର୍କ (ବଡ଼ ଖବର ବ୍ୟୁରୋ):କୋଣାର୍କ ଯାତ୍ରୀ ନିବାସର ଘରୋଇକରଣକୁ ବିରଧ କରି ଧାରଣାରେ ବସିଲେ ଅଞ୍ଚଳବାସୀ । କୋଣାର୍କ ବିଶ୍ୱ ଐତିହର ମାନ୍ୟତା ପାଇବା ପରଠାରୁ ଦେଶ ବିଦେଶରୁ ପ୍ରତିନିଦିନ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆସନ୍ତି । ଏହି ପର୍ଯ୍ୟଟକଙ୍କ ସୁବିଧା ପାଇଁ ୧୯୯୨ରେ ଏଠାରେ ଏକ ଯାତୀନିବାସ ପ୍ରତିଷ୍ଠା କରାଯାଇଥିଲା ।

୨୦୦୫ ମସିହାରୁ ଏହି ଯାତ୍ରୀନିବାସକୁ ଏବେ ଓଟିଡିସି ପରିଚାଳନା କରୁଥିବା ବେଳେ ଏବେ ଏହାକୁ ସରକାର ଘରୋଇ କରଣ କରିବାକୁ ଟେଣ୍ଡର ଆହ୍ୱାନ କରିଛନ୍ତି । ଏହାକୁ ଅଞ୍ଚଳବାସୀ ବିରୋଧ କରି ଧାରଣାରେ ବସିବା ସହ ତୁରନ୍ତ ଟେଣ୍ଡର ପ୍ରକ୍ରିୟାକୁ ବାତିଲ କରିବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ