Masthead

ଆଇ.ଟି.ଆଇ ଛାତ୍ରଛାତ୍ରୀଙ୍କ ପାଇଁ ଛାଡହେଲା ୯ମାସର ହଷ୍ଟେଲ ଫି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇ.ଟି.ଆଇ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ଆଇ.ଟି.ଆଇ ରେ ପଢୁଥିବା ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି । ଏହାଦ୍ୱାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ୟ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି । ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । କୋଭିଡ ଯୋଗୁ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ରହୁ ନ ଥିଲେ । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫିକୁ ଛାଡ କରାଯାଇଛି । ଏନେଇ ଛାତ୍ରଛାତ୍ରୀମାନେ ଖୁସି ବ୍ୟକ୍ତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ