Masthead

ଖୋଲିଲା ନବମ କ୍ଲାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋଲିଲା ନବମ କ୍ଲାସ । କୋଭିଡ ଗାଇଡଲାଇନ ମଧ୍ୟରେ ଚାଲିଛି ପାଠପଢା । ସକାଳ ୯ରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ୧୨.୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ ବୋର୍ଡ ଅନ୍ତଗର୍ତ ସମସ୍ତ ସ୍କୁଲରେ ଆରମ୍ଭ ହୋଇଛି ପାଠପଢା ।

ସ୍କୁଲ ଆସିବା ବାଧ୍ୟମୂଳକ କରାଯିବ ନାହିଁ, ବାପା-ମାଆଙ୍କ ଅନୁମତିରେ ସ୍କୁଲ ଆସିବେ ଛାତ୍ରଛାତ୍ରୀ । ଅନଲାଇନ ପାଠପଢା ମଧ୍ୟ ଜାରି ରହିବ । କରୋନା କଟକଣା କଡ଼ାକଡ଼ି ଭାବେ ପାଳନ କରାଯାଇ କ୍ଲାସ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ