Masthead

ଧଳାଜହର ଜବତ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଅସ୍ତରଙ୍ଗ ପୋଲିସର ବଡ଼ ସଫଳତା । ଆଜି ଅସ୍ତରଙ୍ଗ ପୋଲିସ ଏକ ବ୍ରାଉନ ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି । ଅସ୍ତରଙ୍ଗ ରେନ୍ଦୁଅ ଗ୍ରାମର ସଂଜୟ ବିଶ୍ୱାଳଙ୍କ ଠାରୁ ୧୨ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି । .ଅସ୍ତରଙ୍ଗ ଥାନାରେ ଏକ ମାମଲା ରୁଜୁ କରାଯାଇଛି .ବୋଲି ଭାରପ୍ରାପ୍ତ ଅଧିକାରୀ ବାମ ଦେବ ନନ୍ଦ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା