Masthead

୫୫କେଜି ଗଞ୍ଜେଇ ଜବତ

କୋରୁକୋଣ୍ଡା(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବଣ୍ଡିଗୁଡା ବ୍ରିଜ ନିକଟରୁ ୫୫ କେଜି ଗଞ୍ଜେଇ ଜବତ ହୋଇଛି । ଗତକାଲି ଓର୍କେଲ ଥାନା ଏସଆଇ ଜୟପ୍ରକାଶ ନାରାୟଣ ହୋତାଙ୍କ ନେତୃତ୍ୱରେ ବଣ୍ଡିଗୁଡା ବ୍ରିଜ ନିକଟରେ ରାତ୍ରି ପାଟ୍ରୋଲିଂ ଚାଲିଥିବା ବେଳେ ଏକ ନମ୍ବର ବିହୀନ କାରରୁ ୫୫ କେଜି ଗଞ୍ଜେଇ ଜବତ ହୋଇଛି । ଗାଡି ଯାଞ୍ଚ ବେଳେ ଦୁଇଟି ମୋବାଇଲ ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ଗାଜିଆବାଦ ଜିଲ୍ଲା ଲଏନର ସାହାନୱାଜ ଅଲ୍ଲୀ(୨୬), କଟକ ଜିଲ୍ଲା ମହାଙ୍ଗାଥାନା ଉମର ଗାଁର ସମୀର କୁମାର ଦାସ (୩୨) । ଗଞ୍ଜେଇକୁ ରାୟପୁର ଚାଲାଣ କରୁଥିବା ଅଭିଯୁକ୍ତମାନେ ତଦନ୍ତ ବେଳେ ସ୍ୱୀକାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର