ଗ୍ୟାସରେ ମହିଳା ପୋଡ଼ିଗଲେ

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଗ୍ୟାସରେ ପୋଡ଼ି ମହିଳା ଗୁରୁତର । ଆଜି ଏଭଳି ଅଭାବନୀୟ ଘଟଣା ଘଟିଛି ଆଠଗଡ ଥାନା ଜେନାପଦା ଗ୍ରାମରେ । ଜେନାପଦା ଗ୍ରାମର ସତ୍ୟନାରାୟଣ ମହାନ୍ତିଙ୍କ ସ୍ତ୍ରୀ ସରୋଜିନୀ ମହାନ୍ତି ଆଜି ସକାଳ ୧୧ଟା ସମୟରେ ରୋଷେଇ କରିବାକୁ ଯିବା ସମୟରେ ରୋଷେଇଘରେ ଗ୍ୟାସ ଲିକ ହୋଇଥିଲା । ଜାଣିନପାରି ସରୋଜିନୀ ଗ୍ୟାସ ଲଗାଇବା ସମୟରେ ହଠାତ ତାଙ୍କ ଦେହରେ ନିଆଁ ଲାଗିଯାଇଥିଲା । ପରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ି ହୋଇଯାଇଥିବା କହିଥିଲେ । ପରେ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ରେଫର କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’