Masthead

ମଦ ହେଲା କାଳ

କାଶୀପୁର ( ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଲକ୍ଷ୍ମୀବଜାରସ୍ଥିତ ପୋଖରୀ ନିକଟସ୍ଥ ମୁଖ୍ୟ ରାସ୍ତାକଡ଼ରେ ଥିବା ପୋଲ ତଳୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ କାଶୀପୁର ଥାନା ଜାମୁଗୁଡ଼ା ସାହିର ସୀତା ମାଝୀ (୫୮ ) । ରବିବାର ବିଳମ୍ବିତ ରାତିରେ ନିଶାସକ୍ତ ଭାବେ ଆସୁଥିଲେ । ଗୋଡ଼ ଖସିଯିବାରୁ ପୋଲ ତଳକୁ ଖସି ପଡ଼ିଥିଲେ । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା