Masthead

କାଳ ହେଲା ଜଳକ୍ରୀଡ଼ା

ନୀଳଗିରି (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର । ଗାଧୋଇବାକୁ ଯାଇ ଭାସିଗଲେ ୫ସାଙ୍ଗ । ୨ଜଣ ପହଁରି ପହଁରି କୂଳରେ ଲାଗିଛନ୍ତି । ଦୁଇଜଣଙ୍କ ମୃତଦେହ ଉଦ୍ଧାର ଥିବା ବେଳେ ଜଣଙ୍କ ପତ୍ତା ମିଳୁନାହିଁ । ନୀଳଗିରିରୁ ୫ ଜଣ ସାଙ୍ଗ ତ୍ରିବେଣୀ ଘାଟକୁ ଗାଧୋଇବା ଲାଗି ଆସିଥିବା ବେଳେ ଘଟିଛି ଏଭଳି ଅଘଟଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!