Masthead

ଆସନ୍ତାକାଲି ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ମାସ ୨୦ରେ ବସିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଅଧିବେଶନର ସୁପରିଚାଳନା ପାଇଁ ବାଚସ୍ୱତି ସୂର୍ଯ୍ୟନାରାୟଣ ପାତ୍ର ଡାକିଛନ୍ତି ସର୍ବଦଳୀୟ ବୈଠକ । ଅଧିବେଶନର ସୁପରିଚାଳନା କିପରି ହେବ ବୈଠକରେ ହେବ ଆଲୋଚନା । ସେହିଦିନ ମଧ୍ୟ ଦୁଇ ନୂଆ ବିଧାୟକ ବିଜୟ ଶଙ୍କର ଦାସ ଓ ସ୍ୱରୂପ ଦାସ ଶପଥ ନେବେ । ଏହି ନବନିଯୁକ୍ତ ବିଧାୟକଙ୍କୁ ବାଚସ୍ପତି ଶପଥପାଠ କରାଇବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ