ଦେଶୀ ମଦ ଜବତ,ଜଣେ ଗିରଫ

ଅସ୍ତରଙ୍ଗ (ବଡ଼ଖବର): ଅସ୍ତରଙ୍ଗ ସାମୁଦ୍ରିକ ପୁଲିସ୍ ପେଟ୍ରୋଲିଂ ବେଳେ ଝାଡଲିଙ୍ଗ ପଞ୍ଚାୟତ ମଧୁପୁର ଗ୍ରାମର ବ୍ରହ୍ମାନନ୍ଦ ସେନାପତିଠାରୁ ୧୫ ବୋତଲ ଦେଶୀ ମଦ ଜବତ କରିଛି । ମଦ ଜବତ ସହ ବ୍ରହ୍ମାନନ୍ଦକୁ ଗିରଫ କରାଯାଇଛି । ପ୍ରକାଶ ଥାଉକି ପୁଲିସର ପେଟ୍ରୋଲିଂ ବେଳେ କୌଣସି ସୂତ୍ରରୁ ଖବର ବ୍ରହ୍ମାନନ୍ଦଙ୍କ ଘରେ ଚଢ଼ାଉ କରିବା ସେ ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା । ତତକ୍ଷଣାତ୍ ମଦ ଜବତ କରିବା ସମେତ ଅଭିଯୁକ୍ତ ବ୍ରହ୍ମାନନ୍ଦକୁ ଗିରଫ କରିବାରେ ସଫଳ ହୋଇଥିଲା ପୁଲିସ୍ । ମାମଲା ରୁଜ୍ଜୁ ହୋଇଥିବା ଥାନା ତରଫରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ