Masthead

ଓଲଟିଲା କୁଣ୍ଡାଟ୍ରକ

ରାମନାଗୁଡା(ବଡ଼ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ଗୁଣୁପୁର ଥାନା ରାମନାଗୁଡା ସଦର ଠାରୁ ୧ କିଲୋମିଟର ଦୂର ୩୨୬ ନଂ ଜାତୀୟ ରାଜପଥର ପାରୀକ୍ଷିତି ଘାଟି କଡରେ ସୋମବାର ମଧ୍ୟରାତିରେ ଏକ କୁଣ୍ଡାପାଉଡର ବୋଝେଇ ଟ୍ରକ ଓଲଟି ପଡିଥିଲା। ଏହି ଟ୍ରକଟି ଛତିଶଗଡ଼ର ରାୟଗଡା ଠାରୁ ଆନ୍ଧ୍ରପ୍ରଦେଶର ଭିମାଓରାମ ଯାଉଥିବା ଜଣାପଡିଛି। ଘାଟିରେ ଭାରସାମ୍ୟ ହରାଇ ଟ୍ରକଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଡ୍ରାଇଭର ଜାଙ୍ଗାଲା ପୋଲାୟା କହିଛନ୍ତି । ଦୁର୍ଘଟଣାରେ ତାଙ୍କର ବାମଗୋଡ଼ ଭାଙ୍ଗିଯାଇଥିବା ବେଳେ ହେଲପର ଜାଙ୍ଗାଲା ତାମି ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ରାମନାଗୁଡା ଫାଣ୍ଡି ଅଧିକାରୀ କୃତିବାସ ହରିଚନ୍ଦନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ