Masthead

ଧାନମଣ୍ଡି ଉଦ୍ଘାଟିତ

କୋକସରା (ବଡ଼ ଖବର ବ୍ୟୁରୋ):କଳାହାଣ୍ଡି ଜିଲ୍ଲା କୋକସରାରେ ନୂତନ ଧାନମଣ୍ଡି ଉଦ୍ଘାଟିତ ହୋଇଯାଇଛି । ବିଧାୟକ ମହୋଷଧି ବାଗ ଏହାକୁ ଉଦଘାଟନ କରିଥିଲେ । ପୂର୍ବରୁ ଚାଷୀମାନେ ୧୦ କିମି ବାଟ ଯାଇ ଅନେକ ଅସୁବିଧାର ସମ୍ମୁଖୀନ ହୋଇ ଧାନ ବିକ୍ରି କରିପାରୁନଥିଲେ । ଏହାକୁ ଦୃଷ୍ଟିରେ ରଖି ବିଧାୟକ ମଣ୍ଡି ଉଦଘାଟନ କରି ପ୍ରଶଂସାର ପାତ୍ର ହୋଇପାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ