Masthead

ଟ୍ରଲର ଜବତ, ୮ ଅଟକ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବେଆଇନ ମାଛଧରା ଟ୍ରଲର ଜବତ । ଗଞ୍ଜାମ ଜିଲ୍ଲା ଋଷିକୁଲ୍ୟା ମୁହାଣରେ ଥିବା ମାଛବନ୍ଧକୁ ମାଛ ମାରିବା ଲାଗି ଆସିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡ଼ିଲେ ୮ଜଣ । ଆନ୍ଧ୍ରରୁ ସେମାନେ ଆସିଥିବା ଜଣାପଡିଛି । ବିରଳ ଆଲିଭରିଡଲେଙ୍କ ମିଳନ ପ୍ରକ୍ରିୟା ଋଷିକୁଲ୍ୟା ମୁହାଣରେ ଚାଲିଛି । ଧୀବରମାନଙ୍କୁ ଏଠାରେ ମାଛ ମାରିବାକୁ ବାରଣ କରାଯାଇଛି । ବେଆଇନ ଭାବେ ମାଛ ଧରୁଥିବା ଏହି ୮ଜଣ ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ସୁରକ୍ଷାକର୍ମୀ ଧରିବାରେ ସଫଳ ହୋଇଛନ୍ତି । ସେମାନଙ୍କଠାରୁ୨୯୫ କିଲୋ ମାଛ ମଧ୍ୟ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ