Masthead

ଚିକିତ୍ସା ଅବହେଳାରୁ ଚାଲିଗଲା ଜୀବନ

କଟକ (ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଚାଲିଗଲା ଜୀବନ । କଟକ ସହରରେ ଥିବା ଅଶ୍ୱିନୀ ହସ୍ପିଟାଲରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ଲାଗିରହିଛି। ଡାକ୍ତର ଓ ନର୍ସଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କରି ମୃତକଙ୍କ ସମ୍ପର୍କୀୟମାନେ ହସ୍ପିଟାଲ ଆଗରେ ଧାରଣା ଦେଇଛନ୍ତି ।
ଜିତେନ୍ଦ୍ର ସାହୁ ନାମକ ଜଣେ ବ୍ୟକ୍ତି ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିଲେ । ପରିବାର ଲୋକ ତାଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଦୀର୍ଘ ୧୨ଦିନ ଓଟିରେ ଚିକିତ୍ସା କରାଯାଇଥିଲା । ସୋମବାର ହାର୍ଟ ଚୋକରେ ଜିତେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ । ପରିବାର ଲୋକେ ଏହାକୁ ସହଜରେ ହଜମ କରିପାରି ନଥିଲେ । ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରି ମେଡିକାଲ ସାମନାରେ ଧାରଣା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ