Masthead

ନୀଳାବତୀଙ୍କ ଅସରନ୍ତି ଦୁଃଖ

ଝରିଗାଁ (ବଡ଼ ଖବର ବ୍ୟୁରୋ): ବାଟ ହୁଡୁଛି ସରକାରୀ ଯୋଜନା । ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଫାଇଦା । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ତେଲନଦୀ ପଞ୍ଚାୟତ ଗୁଡ଼ିପଦର ଗାଁରୁ ଆସିଛି ଏଭଳି ଅଭିଯୋଗ । ଗୁଡ଼ିପଦର ଗାଁର ନୀଳାବତୀ ହରିଜନ । ତାଙ୍କ ଦୁଇ ଆଖି ନଷ୍ଟ ହୋଇଯାଇଛି । ଦୀର୍ଘ ୮ ବର୍ଷ ହେବ ଭିନ୍ନକ୍ଷମ ପ୍ରମାଣପତ୍ର ମିଳିଥିଲେ ସୁଦ୍ଧା ଏଯାବତ ମିଳୁନି ସରକାରୀ ସହାୟତା । ବିଡିଓଙ୍କଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କୁ ଭେଟି ଦୁଃଖ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ । ଭିନ୍ନକ୍ଷମ ଭତ୍ତା ମିଳିଲେ ଦୁଃଖ ଦୂର ହୁଅନ୍ତା ବୋଲି କହିଛନ୍ତି ନୀଳାବତୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା