Masthead

କଛପ ଗତିରେ ରାସ୍ତା କାମ

ହେମଗିର (ବଡ଼ ଖବର ବ୍ୟୁରୋ): ହେମଗିଠାରୁ ବିଲେଇମୁଣ୍ଡା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେଉଛି । ରାସ୍ତା କାମ ଅତି ନିମ୍ନମାନର ହେବା ସହ ମନ୍ଥର ଗତିରେ ଚାଲୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ଏହି ରାସ୍ତାରେ ୫ଟି ପଞ୍ଚାୟତର ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରନ୍ତି । ରାସ୍ତାଟି ଖାଲଖମାରେ ଭରି ରହିଛି । ଭାରିଯାନ ଯିବା କଷ୍ଟକର ହୋଇ ପଡ଼ୁଥିବା ବେଳେ ସବୁବେଳେ ଘଟୁଛି ଦୁର୍ଘଟଣା । ରାସ୍ତା କାମ ଶୀଘ୍ର ଶେଷ କରିବା ସହ ଉଚ୍ଚ ମାନର କାମ କରିବା ଲାଗି ସାଧାରଣରେ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼