Masthead

ଲୁନା ଚାଳକଙ୍କୁ ଚାପିଦେଲା ଟ୍ରାକ୍ଟର

ଉଦଳା (ବଡ଼ ଖବର ବ୍ୟୁରୋ): ଲୁନା ଚାଳକଙ୍କୁ ଚାପିଦେଲା ବାଲି ବେଝେଇ ଟ୍ରାକ୍ଟର । ଘଟଣାସ୍ଥଳରେ ଲୁନା ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ତେଲଦିହୁଡ଼ି ଗାଁର ପ୍ରଭାକର ମଲ୍ଲିକ । ଉଦଳା ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି