କରୋନା ଯୋଦ୍ଧା ସମ୍ବର୍ଦ୍ଧନା ସମାରୋହ

ଖଇରା (ବଡ଼ ଖବର ବ୍ୟୁରୋ):ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଶିକ୍ଷକ ଭବନ ପରିସରରେ ସ୍ୱାମୀ ବିବେକାନନ୍ଦ ସାମାଜିକ ସେବା ସଂସ୍ଥାନ ଦ୍ୱାରା କରୋନା ଯୋଦ୍ଧା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସେବା ସଂସ୍ଥାନର ସଭାପତି ତଥା ପୂର୍ବତନ ବାୟୁସେନା ଅଧିକାରୀ ସତ୍ୟବ୍ରତ ନାରାୟଣ ବେହେରା ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥିଭାବେ ବିଡିଓ ପର୍ଶୁରାମ ପଣ୍ଡା, ମୁଖ୍ୟ ବକ୍ତା ଭାବେ ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ ଏବଂ ଅତିଥିଭାବେ କାର୍ଯ୍ୟରତ  ସ୍ଥଳସେନା କର୍ମଚାରୀ କିଶୋର ଚନ୍ଦ୍ର ସାହୁ ଯୋଗଦେଇଥିଲେ ।

ଏହି ସମ୍ବର୍ଦ୍ଧନା ସଭାରେ ଖଇରା,ସିମୁଳିଆ,ଔପଦା ଏବଂ ଆଗରପଡା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ,ଶିକ୍ଷକ ଏବଂ ବୁଦ୍ଧିଜୀବୀମାନଙ୍କୁ ଉପସ୍ଥିତ ଅତିଥିମାନେ ମାନପତ୍ର, ଉତରୀୟ,ପୁଷ୍ପଗୁଚ୍ଛ ଦେଇ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନୀତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!