Masthead

ବରିଷ୍ଠ ବିଜେପି ନେତାଙ୍କ ପରଲୋକ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନଏସି ଅନ୍ତର୍ଗତ ୪ ନମ୍ବର ୱାର୍ଡର ବରିଷ୍ଠ ବିଜେପି ନେତା ଲଷ୍ମୀଧର ବେହେରାଙ୍କର ୧୬ ତାରିଖ ମଧ୍ୟରାତ୍ରରେ ଦେହାନ୍ତ ଘଟିଛି । ତାଙ୍କ ଦେହାନ୍ତରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ବେହେରା ହିନ୍ଦୋଳ ବିଧାନସଭା ଆସନରୁ ବିଜେପି ଟିକେଟରେ ଦୁଇଥର ନିର୍ବାଚନ ଲଢ଼ିଥିଲେ । ଏବେ ସେ ଜିଲ୍ଲା ସାଧାରଣ ସମ୍ପାଦକ ଦାୟିତ୍ୱରେ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ