Masthead

ବେଆଇନ ବସ୍ତି ଉଚ୍ଛେଦ

ରାୟଗଡା(ବଡ଼ ଖବର ବ୍ୟୁରୋ): ରାୟଗଡା ସହରରେ ବେଆଇନ ବସ୍ତିକୁ ଆଜି ଉଚ୍ଛେଦ କରାଯାଇଛି । ପୌରପରିଷଦ ୧ନମ୍ବର ୱାର୍ଡ ଗୁରୁଗୁଡା ବସ୍ତିରେ ବେଆଇନ ନିର୍ମାଣ ଚାଲିଥିବା ୧୫ଟି ଘରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି । ନିର୍ମାଣାଧୀନ ସମସ୍ତ ଘରକୁ ଜେସିବି ଲଗାଇ ପ୍ରଶାସନ ଭାଙ୍ଗିଦେଇଥିଲା । ତେବେ ଲକଡାଉନ ପରେ ଲୋକେ ବାହାରୁ ଆସି ରହିବାର କୌଣସି ସୁବିଧା ନଥିବାରୁ ପୌରପରିଷଦ ଭିତରେ ଘର କରି ରହୁଥିଲେ । ଅତିରିକ୍ତ ତହସିଲଦାର ସୁନୀଲ ଖରାଙ୍କ କହିବାନୁଯାୟୀ ପ୍ରଶାସନର ନିର୍ଦ୍ଦେଶକୁ ଖାତିର ନକରି ବେଆଇନ ଘର ନିର୍ମାଣ କରିଥିବା ହେତୁ ବସ୍ତି ଉଚ୍ଛେଦ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ