Masthead

ଭକ୍ତ ଓ ଭଗବାନଙ୍କ ମିଳନ ଖୁବଶୀଘ୍ର

କଟକ (ବଡ଼ ଖବର ବ୍ୟୁରୋ): ରାଜ୍ୟର ପ୍ରସିଦ୍ଧ ମନ୍ଦିରଗୁଡ଼ିକ ଖୋଲାଯିବା ନେଇ ଭକ୍ତ ଓ ସେବାୟତମାନେ ବାରମ୍ବାର ପ୍ରତିବାଦ କରି ଆସୁଛନ୍ତି । ଏନେଇ ହାଇକୋର୍ଟରେ ମଧ୍ୟ ମାମଲା ଚାଲିଛି । ଧାର୍ମିକ ଅନୁଷ୍ଠାନ ଖୋଲିବା ପ୍ରସଙ୍ଗରେ ମଙ୍ଗଳବାର ଆବେଦନକାରୀଙ୍କ ପ୍ରତିଜବାବ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ହୋଇଛି । ନାଗାର୍ଜୁନ ବେଶ ମାମଲାରେ କୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଆବେଦନକାରୀ ପ୍ରତି ଜବାବ ଦାଖଲ କରିବା ପରେ ଶୁଣାଣି ହେବ।

ଇତି ମଧ୍ୟରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପ୍ରସ୍ତୁତି ଜୋର ଧରିଛି । ନଭେମ୍ବର ୨୫ ସୁଦ୍ଧା ବେଶ, ଆଭୂଷଣ କାମ ସରିବ । ନଭେମ୍ବର ୨୬ରେ ବେଶର ତ୍ରୁଟି ବିଚ୍ୟୁତି ତନଖି କରାଯିବ । ଆସନ୍ତା ୨୭ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହେବ । ଚଳିତ ବର୍ଷ ବିନା ଭକ୍ତରେ ଠାକୁରଙ୍କ ନାଗାର୍ଜୁନ ବେଶ ହେଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି