Masthead

ନାଗକୁ ପୁଜିଲେ ମହିଳା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ପଳାଷୋଳ ପଞ୍ଚାୟତର ମହିଳାମାନେ ଭକ୍ତି ଓ ନିଷ୍ଠାର ସହ ନାଗ ଚତୁର୍ଥୀ ପୂଜା ପାଳନ କରିତଛନ୍ତି । ମହିଳାମାନେ ସକାଳୁ ଉଠି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରି ସ୍ଥାନୀୟ ଶିବମନ୍ଦିରକୁ ଯାଇ ମହାଦେବଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ ନାଗରାଜ୍ ରହୁଥିବା ଗାତ ନିକଟରେ ପୂଜାର୍ଚ୍ଚନା କରିଥିଲେ । ମାନସିକଧାରୀ ମହିଳାମାନେ ଶିବମନ୍ଦିରରେ କ୍ଷୀର, ସୁନା, ରୁପା, ତମ୍ବା ନାଗମୂର୍ତ୍ତି ପ୍ରଦାନ କରିଥାନ୍ତି ।

ବିଶ୍ୱାସ ଅଛି ନାଗରାଜଙ୍କ ପାଖରେ ମାନସିକ କରି ପୂଜା କରିବା ଦ୍ୱାରା ଅପୁତ୍ରିକ ପୁତ୍ର ଲାଭ କରିବା ସହ ପରିବାରର ସମସ୍ତେ ଆରୋଗ୍ୟ ହୋଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା